ଅଗଷ୍ଟ ମାସର ଅଭିଯୋଗ ଶୁଣାଣୀ କାର୍ଯ୍ୟସୂଚୀ

Spread the love

ଯାଜପୁର, ତା ୩୦ା୬ : ଯାଜପୁର ଜିଲ୍ଳ୍‌ା ପ୍ରଶାସନ ପକ୍ଷରୁ ଅଗଷ୍ଟ ମାସର ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସ୍ଥିର ହୋଇଚ୍ଥି । ଅଗଷ୍ଟ ୧ ତାରିଖ ସୋମବାର ଜିଲ୍ଳ୍‌ା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ ଗୃହରେ, ଅଗଷ୍ଟ ୮ ତାରିଖ ସୋମବାର କେ.ଏନ୍‌.ଡି.ଏ. ସମ୍ମିଳନୀ ଗୃହ, କଳିଙ୍ଗନଗର ଠାରେ, ଅଗଷ୍ଟ ୧୬ ତାରିଖ ମଙ୍ଗଳବାର ଦଶରଥପୁର ବ୍ଳ୍‌କ କାର୍ଯ୍ୟାଳୟ ଠାରେ, ଅଗଷ୍ଟ ୨୨ ତାରିଖ ସୋମବାର ବଡଚଣା ବ୍ଳ୍‌କ କାର୍ଯ୍ୟାଳୟ ଏବଂ ୨୯ ତାରିଖ ସୋମବାର ବରୀ ବ୍ଳ୍‌କ କାର୍ଯ୍ୟାଳୟ ଠାରେ ଦିବା ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ ବୋଲି ଜିଲ୍ଳ୍‌ାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ବିଭାଗୀୟ ପତ୍ର ମାଧ୍ୟମରେ ଅବଗତ କରାଇଚ୍ଥନ୍ତି ।

Related Posts

About The Author

Add Comment