ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ
ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ
Santosh Rout |
September 19, 2018 |
ସୁନ୍ଦରଗଡ଼, 19/9 ( ସନ୍ଧାନ ନିୟୁଜ): ସୁନ୍ଦରଗଡ଼ ଜିଲ୍ଲାର ସବଡେଗା ବ୍ଲକ ଅନ୍ତର୍ଗତ ୩୧ ନମ୍ବର ରାଜ୍ୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁସାରେ ସଦର ଥାନା ଅନ୍ତର୍ଗତ ପଞ୍ଚମହଲା ଛକ ନିକଟରେ ସୁଆଯୋର ଗ୍ରାମର ସୁନୀଲ କେରକେଟା ବୁଧବାର ଅପରାହ୍ନରେ ନିଜ ବାଇକରେ ଯାଉଥିବା ବେଳେ ଏକ ଅଜଣା ଗାଡ଼ି ଧକ୍କା ଦେଇଥିଲା।
Related Posts
About The Author