ଭୁବନେଶ୍ବର, ୧୨/୦୪ (ସନ୍ଧାନ ନିୟୁଜ): ରାଜ୍ୟରେ ଆଉ ଏକ ଘୂର୍ଣ୍ଣିବଳୟ ପ୍ରଭାବ । ଆଗାମୀ 24 ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା । ଭଦ୍ରକ, ବାଲେଶ୍ବର, ଯାଜପୁର, ସୁନ୍ଦରଗଡ, ମୟୂରଭଞ୍ଜ, କେନ୍ଦୁଝର, ରାୟଗଡା, କୋରାପୁଟ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆଉ ଏକ ଘୂର୍ଣ୍ଣିବଳୟ, ଅନେକ ସ୍ଥାନରେ ବର୍ଷା ସମ୍ଭାବନା
|
April 12, 2020 |