ଆଜିର ରାଶିଫଳ

Spread the love
  •  
  •  
  •  
  •  
  •  

ଲିଙ୍ଗରାଜ ପଣ୍ଡା, ଦେଉଳ ସାହି, ବାରିପଦା, ମୟୁରଭଞ୍ଜ,

 ଅଦ୍ୟ ଜାନୁଆରୀ ୦୬ ତାରିଖ ୨୦୨୧ ମସିହା(ବୁଧବାର)

ଶକାବ୍ଦ -୧୯୪୨

ସମ୍ବତ -୨୦୭୭

ସାଲ-୧୪୨୮

ସମ୍ବତ୍ସର -ଆନନ୍ଦୋ

ପୌଷମାସ-କୃଷ୍ଣପକ୍ଷ

ତିଥି-ଅଷ୍ଟମୀ  ରାତ୍ରି ଘଘ୦୨/୨୪ ପର୍ଯ୍ୟନ୍ତ ତଦନ୍ତେ ନବମୀ                                                           ନକ୍ଷତ୍ର- ହସ୍ତା ସଂ ଘ୦୫/୫୫ ପର୍ଯ୍ୟନ୍ତ ତଦନ୍ତେ ଚିତ୍ରା

ଚନ୍ଦ୍ର -କନ୍ୟା

ଯୋଗ-ଅତିଗଣ୍ଡ            

କରଣ- ବାଳବ

ସୌରମାସ – ଧନୁ ୨୩ ଦିନ

ସୁର୍ୟୋଦୟ -ପ୍ରାତଃ ଘ୦୬/୨୭/୦୭

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୮/୪୯

ଯୋଗିନୀ ଐଶନ୍ୟେ ରାତ୍ରି ଘ ୦୨/୨୪ ଗତେ ପୂର୍ବେ

କର୍କଟ ରାଶିର ଘାତ ବାର

ବୃଷ ରାଶିର ଘାତଚନ୍ଦ୍ର

ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ 

କାଳବେଳା -ଦିବା ଘଘ୦୯/୦୮ ଗତେ ଘ୧୦/୩୦ ମଧ୍ୟେ

ବାରବେଳା- ଦିବା ଘ୧୧/୫୦ ଗତେ ଘ୦୧/୧୨ ମଧ୍ୟେ

 

ବିଶୁଦ୍ଧ ଅମୃତବେଳା- ଦିବା ଘ ୦୭/୫୦ ଗତେଘ ୦୯/୦୫ମଧ୍ୟେ ଓ ଦିବା ଘ୦୨/୩୩ ଗତେ ଘ୦୩/୫୪ ମଧ୍ୟେ

ବିଶୁଦ୍ଧ ମହେନ୍ଦ୍ରବେଳା- ଦିବା ଘ୦୭/୪୫ ମଧ୍ୟେ ଓ ଘ୧୦/୩୧ ଗତେ ଘ୧୧/୪୭ ମଧ୍ୟେ

*ଆଦ୍ୟ ନଡ଼ିଆ ରାତ୍ରି ଘ ୦୨/୨୪ ଗତେ ଲାଉ ଭକ୍ଷଣ ନିଷେଧl

ଆଜିର ରାଶିଫଳ

        🌹ମେଷ🌷👉ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।

🌹ବୃଷ🌷👉ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।

🌹ମିଥୁନ🌷👉ଏହି ରାଶିର ଲୋକମାନଙ୍କ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।

 

🌹କର୍କଟ🌷👉ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।

🌹ସିଂହ🌷👉ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।

🌹କନ୍ୟା🌷👉ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।

🌹ତୁଳା🌷👉ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି  ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।

🌹ବିଛା🌷👉ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।

🌹ଧନୁ🌷👉ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ  । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।

🌹ମକର🌷👉ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।

🌹କୁମ୍ଭ🌷👉ଆଜି କର୍ମକ୍ଷେତ୍ରରେ  ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।

🌹ମୀନ🌷👉ଆଜି ଦେହ ମନ ଭଲ ରହିବଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

Related Posts

About The Author

Add Comment