ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟ (୧୯୭୭ ରୁ ୧୯୮୦)
ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟ (୧୯୭୭ ରୁ ୧୯୮୦)
Manas Kumar Rout |
May 26, 2019 |
ନୀଳମଣି ରାଉତରାୟ (୨୪ ମଇ ୧୯୨୦ – ୪ ଅକ୍ଟୋବର ୨୦୦୪) ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ୧୯୭୭ ଠାରୁ ୧୯୮୦ ପର୍ଯ୍ୟନ୍ତ ଦାୟିତ୍ୱ ନିର୍ବାହ କରିଥିଲେ ।
ସେ କେନ୍ଦ୍ରରେ ପ୍ରଥମେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଓ ପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଭାବେ ବିଶ୍ୱନାଥ ପ୍ରତାପ ସିଂହଙ୍କ ନେତୃତ୍ୱାଧୀନ ମନ୍ତ୍ରୀମଣ୍ଡଳରେ କାର୍ଯ୍ୟ କରିଥିଲେ । ୪ ଅକ୍ଟୋବର ୨୦୦୪ରେ ତାଙ୍କର ଦେହାନ୍ତ ହୋଇଥିଲା ।
ରାଜନୈତିକ ଜୀବନ
୧୯୬୭ରୁ ୧୯୭୦ ପର୍ଯ୍ୟନ୍ତ ସେ ଓଡ଼ିଶା ପ୍ରଦେଶ କଂଗ୍ରେସର ସଭାପତି ଥିଲେ । ପରେ ସେ ଉତ୍କଳ କଂଗ୍ରେସରେ ଯୋଗ ଦେଇ ଏହାର ସଭାପତି ହୋଇଥିଲେ । ଏହାପରେ ସେ ଭାରତୀୟ ଲୋକଦଳରେ ଯୋଗଦାନ କରି ଏହାର ରାଜ୍ୟ ଶାଖା ସଭାପତି ହୋଇଥିଲେ । ସେ ୧୯୮୯ ମସିହାରେ ଲୋକ ସଭାକୁ ନିର୍ବଚିତ ହୋଇଥିଲେ ।
ରଚନାବଳୀ
-
ସ୍ମୃତି ଓ ଅନୁଭୁତି (୧୯୮୬): ଆତ୍ମଜୀବନି
Related Posts
About The Author