ଉମରକୋଟ, ୧/୧୧ (ସନ୍ଧାନ ନିଉଜ) : ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକ ଓ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ନବରଙ୍ଗପୁର ଜିଲା ଉମରକୋଟ ଅନ୍ତର୍ଗତ ଚନ୍ଦାହାଣ୍ଡି ବ୍ଳକ ଫଟକି ଗାଁ ନିକଟରେ ଥିବା ଏକ ଗଛରୁ ଉଭୟଙ୍କ ମୃତଦେହ ଉଦ୍ଧାର ହୋଇଛି। ଚନ୍ଦାହାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଏପର୍ଯ୍ୟନ୍ତ ସେମାନଙ୍କ ମୃତ୍ୟୁର କାରଣ ଜଣାପଡିନାହିଁ।
ତାଜା ଖବର
- ଲୋକଙ୍କ ସରକାର ବୋଲାଉଥିବା ମୁଖ୍ୟମନ୍ତ୍ରୀ, ସାଧାରଣ ଜନତାଙ୍କ ପାଇଁ ସମୟ ନାହିଁ
- ସାର୍ବଜନୀନ ଦୁର୍ଗାପୂଜା ପୂର୍ବରୁ ଦର୍ଲିପାଲି ଚଢାଉରେ ବାଣ ସହ ଜଣେ ଅଟକ
- ବ୍ରାହ୍ମଣୀ ଉପରେ ସେତୁର ସ୍ୱପ୍ନକୁ ସରକାରୀ ମୋହର ୧୭୯.୧୬ କୋଟି ବ୍ୟୟରେ ନିର୍ମାଣ ହେବ ୧୬୩୯.୯୨ ମିଟର ହାଇଲେଭେଲ ବ୍ରିଜ୍ ଧର୍ମଶାଳା–ସୁକିନ୍ଦା ମଧ୍ୟରେ ଯୋଗାଯୋଗ ହେବ ସୁଗମ, ଡଙ୍ଗା ଯାତ୍ରାରୁ ମିଳିବ ମୁକ୍ତି
- ଜିଲ୍ଲା ସ୍ତରୀୟ ଇଂରାଜୀ ଭାଷା ସମୃଦ୍ଧି ପାଠ୍ୟକ୍ରମ ପ୍ରଶିକ୍ଷଣ ଶିବିର ଉଦଯାପିତ
- ଯାଜପୁର ଜିଲ୍ଲାରେ ବନ୍ୟା ପରିସ୍ଥିତି: ୨ଟି ବ୍ଲକର ୩୬ଟି ଗ୍ରାମ/ୱାର୍ଡ ପ୍ରଭାବିତ
- ନିମ୍ନ ଲିଙ୍କରେ କ୍ଲିକ କରି ଆଜିର ଇ – ପେପର ଡାଉନ ଲୋଡ କରନ୍ତୁ
- ବାଲି ଶଙ୍କରା ପଞ୍ଚାୟତ ସମିତି ପକ୍ଷରୁ ଲୋକଙ୍କ ଟଙ୍କାରେ ଜଙ୍ଗଲରେ ତିଆରି ହେଉଛି ଦୋକାନ ଗୃହ
- ଭାଗବତ ଜନ୍ମ କଥା, ଓଡ଼ିଶାର ସାଂସ୍କୃତିକ ଓ ଆଧ୍ୟାତ୍ମିକ ଜୀବନର ମେରୁଦଣ୍ଡ।
- ତଲସରା ପୋଲିସ ପକ୍ଷରୁ “ଆମ ପୋଲିସ ସମିତି “କାର୍ଯ୍ୟକ୍ରମ ଅନୁଷ୍ଠିତ
- ପଦ୍ମପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟରେ ‘ବନ୍ଦେ ମାତରମ୍’ ଗୀତ ୧୫୦ ବର୍ଷ ପୂର୍ତ୍ତି ଅବସରରେ ସ୍ମାରକ କାର୍ଯ୍ୟକ୍ରମ



