ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ସ୍ମୃ ତି ଇରାନୀ
ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ସ୍ମୃ ତି ଇରାନୀ
Manas Kumar Rout |
June 26, 2018 |
ଭୁବନେଶ୍ୱର (ସନ୍ଧାନ ନିୟୁଜ) : ମଙ୍ଗଳବାର ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି କେନ୍ଦ୍ର ବୟନ ଶିଳ୍ପ ମନ୍ତ୍ରୀ ସ୍ମୃ ତି ଇରାନୀ। ଶ୍ରୀମତୀ ଇରାନୀ ସକାଳ ୯ ଟାରେ ଭୁବନେଶ୍ୱର ବିମାନବନ୍ଦରରେ ଆସି ପହଞ୍ଚିବେ । ଶ୍ରୀମତି ଇରାନୀ ପୂର୍ବାହ୍ନ ୧୧ଟାରେ ହୋଟେଲ ମାରିଅନଠାରେ ଏକ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗ ଦେବେ । ଏହା ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀମତୀ ଇରାନୀ ଅପରାହ୍ନ ୧ଟାରେ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସନ୍ଧ୍ୟାରେ ସେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ବିଜେପି ରାଜ୍ୟ ମୁଖପାତ୍ର ଗୋଲକ ପ୍ରସାଦ ମହାପାତ୍ର ସୂଚନା ଦେଇଛନ୍ତି।
Related Posts
About The Author