ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ

Spread the love

ଭୁବନେଶ୍ୱର, ୨୫/୦୨ @Sandhannews : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତ । ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ସେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ଦେହାନ୍ତ ବେଳେ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା।   ତେବେ ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗରେ ରାଜ୍ୟରେ ଶୋକର ଛାୟା ଖେଳିଯାଇଛି। ଏହାସହ ରାଜନୀତିରେ ଶୂନ୍ୟ ସ୍ଥାନ ତିଆରି ହୋଇଛି। ସୂଚନାଯୋଗ୍ୟ, କଂଗ୍ରେସ ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ପଝାରସୁଗୁଡ଼ା ଜିଲ୍ଲାର ଠାକୁରପଡ଼ାରେ ହଠାତ ଅସୁସ୍ଥ ହୋଇ ପଡ଼ି ଥିଲେ । ତାଙ୍କୁ ସଙ୍ଗେସଙ୍ଗେ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।

Related Posts

About The Author

Add Comment