ବଲିଉଡ ଅଭିନେତ୍ରୀ ଶବାନା ଆଜମୀ ଆହତ

Spread the love
ମୁମ୍ବାଇ; ୧୯/୧/୨୦୨୦ (ସନ୍ଧାନ ନିଉଜ) : ଦୁର୍ଘଟଣାରେ ବଲିଉଡ ଅଭିନେତ୍ରୀ ଶବାନା ଆଜମୀ ଆହତ । ମୁମ୍ବାଇ-ପୁଣେ ଏକ୍ସପ୍ରେସ୍‌-ୱେରେ ଶନିବାର ଅପରାହ୍ଣରେ ହୋଇଥିବା ଏକ ସଡ଼କ ଦୁର୍ଘଟଣାରେ ଅଶୀ ଦଶକର ଲୋକପ୍ରିୟ ବଲିଉଡ୍‌ ଅଭିନେତ୍ରୀ ଶବାନା ଆଜମୀ ଆହତ ହୋଇଛନ୍ତି । ଏହି ଦୁର୍ଘଟଣାରେ ତାଙ୍କ ଡ୍ରାଇଭର ମଧ୍ୟ ଆହତ ହୋଇଛି । ଉଭୟଙ୍କୁ ନଭି ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଶବାନାଙ୍କ କାର୍‌ ଏକ ଟ୍ରକ୍‌ ସହ ଧକ୍କା ହେବା ପରେ ଏହି ଦୁର୍ଘଟଣା ଘଟିଥିଲା ।

Related Posts

About The Author

Add Comment