ମାଲକାନଗିରି: ୧୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

Spread the love

ମାଲକାନଗିରି, 21 /7 (ସନ୍ଧାନ ନିୟୁଜ): ମାଲକାନଗିରି ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ କରାଯାଇ ତୁଲେନଗୁଡା ଜଙ୍ଗଲରୁ ୩ କୁଇଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି। ପଦ୍ମଗିରି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତୁଲେନଗୁଡା ଜଙ୍ଗଲରୁ ୩ କୁଇଣ୍ଟାଲ ଗଞ୍ଜେଇ ସମେତ ପ୍ରେସିଙ୍ଗ ଓ ପ୍ୟାକିଂ ମେସିନ ସମେତ ଅନ୍ୟାନ୍ୟ ସାମଗ୍ରୀ ମଧ୍ୟ ଜବତ କରାଯାଇଛି। ଜବତ ଗଞ୍ଜେଇର ମୂଲ୍ୟ ପ୍ରାୟ ୧୫ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।

Related Posts

About The Author

Add Comment