ବୀରମହାରାଜପୁର : ୧୧/୪/୨୬ (ସନ୍ଧାନ ନ୍ୟୁଜ ) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଜଟେସିଂହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଶୁକ୍ରବାର ଏକ ଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୌମିତ୍ରି ସାହୁ ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରି ଥିଲେ । ଜୀବନରେ ଯୋଗର ଆବଶ୍ୟକତା ତଥା ଶିକ୍ଷା ଓ ସମାଜରେ ଯୋଗର ବିଶେଷ ଭୂମିକା ରହିଛି ବୋଲି ମତ ପ୍ରକାଶ କରିଥିଲେ । ବିଦ୍ୟାଳୟର ଅନ୍ୟତମ ଶିକ୍ଷକ କେଶବ ନାୟକ ଯୋଗ ଅବାଳ ବୃଦ୍ଧବନିତା ସମସ୍ତଙ୍କ ପାଇଁ ଅପରିହାର୍ଯ୍ୟ ବୋଲି ପ୍ରକାଶ କରିଥିଲେ। ଶିବିରରେ ଯୋଗ ଶିକ୍ଷକ ଦିନେଶ ବିଶ୍ଵାଲ ଉପସ୍ଥିତ ରହି ସମସ୍ତ ଛାତ୍ର ଛାତ୍ରୀ ତଥା ଶିକ୍ଷକ ମାନଙ୍କୁ ସୂକ୍ଷ୍ମ ବ୍ୟାୟାମ, ଆସନ ତଥା ପ୍ରାଣାୟମ ର ଅଭ୍ୟାସ କରେଇ ଥିଲେ । ଶେଷରେ ଶିକ୍ଷକ ସହଦେବ ମେହେର ଉପସ୍ଥିତ ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ତଥା ଛାତ୍ର ଛାତ୍ରୀ ମାନଙ୍କୁ ଧନ୍ୟବାଦ୍ ଦେବା ସହ ସବୁ ଦିନ ଯୋଗ କରିବା ପାଇଁ ସମସ୍ତଙ୍କୁ ଅନୁରୋଧ କରିଥିଲେ ।
ତାଜା ଖବର
- ସ୍ୱାମୀ-ସ୍ତ୍ରୀ ମଧ୍ୟରେ କଥା କଟାକଟିରେ ସ୍ତ୍ରୀ କୁ ହତ୍ୟା କଲା ସ୍ୱାମୀ
- ଛଅ ମାସ ହେଲା ମିଳୁନି ଭତ୍ତା, ଚିନ୍ତାରେ ବିମଳା ବରିହା
- ବାଲିଶଙ୍କରାରେ ବିଜେଡିର ଜନସମ୍ପର୍କ ପଦଯାତ୍ରାରେ ବିଜେଡିର ଶକ୍ତି ପ୍ରଦର୍ଶନ, ବିଜେଡି ଦଳରେ ମିଶିଲେ କଂଗ୍ରେସ ଓ ବିଜେପିର ୭୫ ଜଣ
- IGP Dr Satyajit Naik Appeals for Peaceful and Disciplined Durga Puja Celebrations
- ଶାନ୍ତି, ଶୃଙ୍ଖଳା ଓ ଭାଇଚାରାର ସହ ମା ଦୁର୍ଗାଙ୍କ ପୂଜା ପାଳନ କରନ୍ତୁ: କେନ୍ଦ୍ରାଞ୍ଚଳ ଆଇଜି ଡଃ ସତ୍ୟଜିତ ନାଏକ
- ରଜି ଦେବି ୱେଲଫେୟାର ଟ୍ରଷ୍ଟ ଦ୍ୱାରା ଢେଙ୍କାନାଳ ରେ ବିଶ୍ୱ ଧଳା ବାଡ଼ି ଦିବସ ପାଳିତ
- ନିମ୍ନ ଲିଙ୍କରେ କ୍ଲିକ କରି ଆଜିର ଇ – ପେପର ଡାଉନ ଲୋଡ କରନ୍ତୁ
- ଦିନ ଦି ‘ ପହରରେ ଚୋରି ,ଅଭିଯୁକ୍ତକୁ ଅଞ୍ଚଳ ଲୋକେ ପୋଲିସ କୁ କଲେ ହସ୍ତାନ୍ତର
- ଅବକାରୀ ବିଭାଗର ଆତର୍କିତ୍ ଚଢାଉ,ବିପୁଳ ପରିମାଣର ଦେଶୀମଦ ଜବତ
- ରାମବାଗ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଇନ ସଚେତନତା ସଭା ଅନୁଷ୍ଠିତ



