ରାଜ୍ୟରେ ପୁଣି କରୋନା ନେଲା ୮ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୫୪୬କୁ ବୃଦ୍ଧି

Spread the love
  •  
  •  
  •  
  •  
  •  

ଭୁବନେଶ୍ୱର, ୦୬/୦୯ /୨୦ (ସନ୍ଧାନ ନିଉଜ) ପୁଣି କରୋନା ନେଇଛି ୮ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୫୪୬ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଦା ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଚିକିତ୍ସିତ ହେଉଥିବା ବେଳେ ୮ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

Related Posts

About The Author

Add Comment