ରାଜ୍ୟରେ ୧୦୪୧୩ ନୂଆ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୧୭୯୬- ରାଜ୍ୟରେ ୧୧ ମୃତ୍ୟୁ

Spread the love
  •  
  •  
  •  
  •  
  •  

ଭୁବନେଶ୍ୱର, ୦୧/୫/୨୦୨୧ (ସନ୍ଧାନ ନିଉଜ) : ରାଜ୍ୟରେ ୧୦୪୧୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୭୯୬ ଚିହ୍ନଟ ହୋଇଛିବା ବେଳେ ୧୧ ମୃତ୍ୟୁ ହୋଇଛି। ତେବେ ଏହା ସହିତ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୦୫୪ କୁ ବୃଦ୍ଧି ପାଇଛି।
ବୌଦ୍ଦ ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧୪ କୁ ବୃଦ୍ଧି ପାଇଛି।

କଳାହାଣ୍ଡି ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୪୧କୁ ବୃଦ୍ଧି ପାଇଛି।

ଖୋର୍ଦ୍ଦା ଜିଲ୍ଲାରୁ ୪ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩୬୨ କୁ ବୃଦ୍ଧି ପାଇଛି।

କୋରାପୁଟ ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୨୦କୁ ବୃଦ୍ଧି ପାଇଛି।

ପୁରୀ ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧୨୬ କୁ ବୃଦ୍ଧି ପାଇଛି।

ରାୟଗଡ଼ା ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୬୦କୁ ବୃଦ୍ଧି ପାଇଛି।

ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧୯୨ କୁ ବୃଦ୍ଧି ପାଇଛି।

ରାଜ୍ୟରେ ୧୦୪୧୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ତେବେ
କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୫୮୮୭ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ ୪୫୨୬ ଜଣ ଚିହ୍ନଟ ହୋଇଛନ୍ତି।

Related Posts

About The Author

Add Comment