ଲ୍ୟାଣ୍ଡଫଲ୍ କଲା ଭୀଷଣ ବାତ୍ୟା ‘ମୋନ୍ଥା
ମୋନ୍ଥା ପ୍ରଭାବରେ କାକିନାଡ଼ାରେ ସମୁଦ୍ର ଅଶାନ୍ତ ହୋଇଉଠିଛି। ଉଚ୍ଚ ଉଚ୍ଚ ଜୁଆରା ରାସ୍ତାରେ ପିଟି ହେଉଥିବା ଦୃଶ୍ୟ ମଧ୍ୟ ସାମ୍ନାକୁ ଆସିଛି। ୮ କିମିର କାକିନାଡ଼ା ଓ ଉପପଡ଼ା ବେଳାଭୂମି ରାସ୍ତା କ୍ଷତିଗ୍ରସ୍ତ ହୋଇଯାଇଛି। ଭୀଷଣ ବାତ୍ୟାର ରୂପ ନେଇ ଲ୍ୟାଣ୍ଡଫଲ କରିଛି ‘ମୋନ୍ଥା’। ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୀଷଣ ବାତ୍ୟା ମୋନ୍ଥାର ଲ୍ୟାଣ୍ତଫଲ ପ୍ରକ୍ରିୟା ସନ୍ଧ୍ୟାରୁ ଆରମ୍ଭ ହୋଇଥିବା ବେଳେ ଏହା ୩ରୁ ୪ ଘଣ୍ଟା ଧରି ଚାଲିବ।
Related Posts
About The Author