ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଯବାନ ଗୁରୁତର

Spread the love
  •  
  •  
  •  
  •  
  •  
ମାଲକାନଗିରି, ୨୧/୦୨/୨୧ (ସନ୍ଧାନ ନିଉଜ) ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଜଣେ ଯବାନ ଗୁରୁତର ହୋଇଛନ୍ତି । ମାଲକାନଗିରି ଜିଲ୍ଲା ମାଥିଲି ଥାନା ଗୁଗାପଦରରେ ଏହି ବିସ୍ଫୋରଣ ଘଟିବା ଫଳରେ ଜଣେ ଯବାନ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ, ଯବାନମାନେ ସର୍ଚ୍ଚ ଅପେରେସନ୍ କରିବା ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଥିଲା । ଏଥିରେ ଜଣେ ବିଏସଏଫ ଯବାନ ଗୁରୁତର ହୋଇଛନ୍ତି । ତାଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀ ଏହି ଲ୍ୟାଣ୍ଡମାନ୍ ବିଛାଇଥିବା ଆଶଙ୍କା କରାଯାଉଛି । ଯବାନମାନେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ।

Related Posts

About The Author

Add Comment