ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରଦୀପ ମହାପାତ୍ର ନିଯୁକ୍ତ

Spread the love
  •  
  •  
  •  
  •  
  •  

ଭୁବନେଶ୍ୱର ୧୧/୬ (ସନ୍ଧାନ ନିୟୁଜ୍) ଓଡ଼ିଶା ଆଇଏଏସ୍ ସ୍ଥରରେ ଅଦଳ ବଦଳ ହୋଇଛି।  ବଦଳିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ ଜେନା। ଏବେ ପ୍ରଦୀପ ଜେନାଙ୍କ ସ୍ଥାନରେ ଶ୍ରୀମନ୍ଦିର ପ୍ରଶାସନ ଦାୟିତ୍ୱ ତୁଲାଇବେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ପ୍ରଦୀପ୍ତ କୁମାର ମହାପାତ୍ର। ଶ୍ରୀ ମହାପାତ୍ର ସ୍କୁଲ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ସଚିବ ଅଛନ୍ତି।

Related Posts

About The Author

Add Comment