ସୋନପୁର/ସନ୍ଧାନ ନ୍ୟୁଜ: ସିଡ଼ିରୁ ଓହ୍ଲାଉ ଥିବାବେଳେ ଖସିଗଲା ଯୁବକଙ୍କ ଗୋଡ଼ । ତଳେ ପଡ଼ୁ ପଡ଼ୁ ଚାଲିଗଲା ତାଙ୍କ ଜୀବନ । ଏପରି ଦୁଃଖଦ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଶଙ୍କରା ଗାଁରେ । ମୃତ ଯୁବକ ହେଲେ ବିଦ୍ୟାପତି ଭୁଏ ।ଆଜି ସକାଳେ ବିଦ୍ୟାପତି ନିଜ ଘରର ସିଡିରୁ ତଳକୁ ଓହ୍ଲାଉଥିଲେ । ହଠାତ୍ ତାଙ୍କ ଗୋଡ଼ ଖସିଯାଇଥିଲା । ଯୁବକ ଜଣଙ୍କ ତଳେ ପଡ଼ି ଯାଇଥିଲେ । ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ବିଦ୍ୟାପତିଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି ।
ତାଜା ଖବର
- ସବଡେଗାରେ ଅବକାରି ବିଭାଗର ଚଢ଼ାଉ ,୨୩୪ ଲିଟର ବିଦେଶୀମଦ ଜବତ
- ନାରୀ ନିର୍ଯାତନା ପ୍ରତିବାଦରେ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରିଲା କନ୍ଧମାଳ ଜିଲ୍ଲା କଂଗ୍ରେସ
- ଶ୍ରୀରାମ ବାଟିକାରେ ୨୪ ପ୍ରହରୀ ନାମଯଜ୍ଞ, ସାଧୁ ସନ୍ଥଙ୍କ ସମାଗମ
- ମାର୍ଚ୍ଚ ୧୯ରୁ ନୂଆ ନିୟମ ଲାଗୁ କରିବ ୟୁଟ୍ୟୁବ
- ଆଇସିସି ଚାମ୍ପିଅନ୍ସ ଟ୍ରଫି; ୩ୟ ଥର ପାଇଁ ଟାଇଟଲ ହାତେଇଲା ଭାରତ
- ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ
- ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ
- ଗର୍ଜନୀ ନଦୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର
- କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଆୟୋଜିତ
- ଓ୍ବାର୍ଲ୍ଡ ବୁକ୍ ଅଫ୍ ରେକର୍ଡ ଅଧିକାରୀ ଚାରି ବର୍ଷର ଆଦଭିକ୍