୨୨ ତାରିଖ ଦିନ ୧୧ଟା ପର୍ଯ୍ୟନ୍ତ  ବିଶ୍ରାରେ ବଢିଲା ଅବରୋଧ ଅଞ୍ଚଳ କଟକଣା

Spread the love

ସୁନ୍ଦରଗଡ଼,୨୦/୦୪ (ସନ୍ଧାନ ନିଉଜ) : ଜିଲ୍ଲାର ବିଶ୍ରାରେ ଆଉ ୪୮ ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଅବଧିକୁ ବୃଦ୍ଧି କରାଯାଇଛି । ଏନେଇ ସୁନ୍ଦରଗଡ଼ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଏହି କଟକଣା ଆସନ୍ତା ୨୨ ତାରିଖ ଦିନ ୧୧ଟା ପର୍ଯ୍ୟନ୍ତ ରହିବ ।ପ୍ରଥମେ ଗତ ୧୨ ତାରିଖରେ ୪୮ଘଣ୍ଟା ଲାଗି ବିଶ୍ରାକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଥିଲା l ଏହାପରେ ପୁଣି ୧୪ ତାରିଖରେ ଏହାକୁ ଆଉ ୪୮ ଘଣ୍ଟା ବୃଦ୍ଧି କରାଯିବା ଫଳରେ ଆଜି  ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ କଟକଣା ଜାରି ରହିଥିଲା । ପୁଣି ୪୮ ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଅବଧିକୁ ବୃଦ୍ଧି କରାଯିବା ଫଳରେ ୧୮ ତାରିଖ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ କଟକଣା ଜାରି ରହିଥିଲା  l  ପରେ ଆଉ ୪୮ ଘଣ୍ଟା ଅର୍ଥାତ ୨୦ ତାରିଖ ପର୍ଯ୍ୟନ୍ତ ରହିଥିଲା l

Related Posts

About The Author

Add Comment