୮ ଜିଲ୍ଲାରେ ବର୍ଷିବ

Spread the love
ଭୁବନେଶ୍ଵର,୦୩/୦୪ (ସନ୍ଧାନ ନିୟୁଜ) : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ। ବର୍ଷା ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ। ଏହାଛଡା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।ଅନ୍ୟ ପକ୍ଷରେ ଗୁରୁବାର ରାଜ୍ୟରେ ତାତି ବଢିଛି। ମାଲକାନଗିରି ଓ ବଲାଙ୍ଗିର ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ଟିଟିଲାଗଡରେ ରହିଥିଲା ୪୦.୫ ଡିଗ୍ରୀ।

Related Posts

About The Author

Add Comment