ଆଉ ୨ ଦିନ ବର୍ଷା ସମ୍ଭାବନା 

Spread the love

ଭୁବନେଶ୍ୱର,  ୭/୨/୨୦ (ସନ୍ଧାନ ନିଉଜ) : ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉତର ଉପକୂଳ, ଆନ୍ଧ୍ରପ୍ରଦେଶ ଓ ଆଭ୍ୟନ୍ତରୀଣ ଓଡିଶାଉପରେ ରହିଛି ଘୂର୍ଣ୍ଣିବଳୟ । ସମୁଦ୍ର ପତନଠାରୁ ଶୂନ ଦଶମିକ ୯ କିଲୋମିଟର ଉଚ୍ଚରେ ରହିଛି ଘୂଣ୍ଣିବଳୟ । ଏହାର ପ୍ରଭାବରେ ପୁରୀ, ଜଗତସିଂହପୁର ଓ ଗଞ୍ଜାମ ଜିଲ୍ଳାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ୧୩ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।

Related Posts

About The Author

Add Comment