ଆଦିବାସୀ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗରେ ସ୍ଵାଗତ ସମାରୋହ ଆୟୋଜିତ

Spread the love

ବାଲିଗୁଡା,୩୦/୯/୨୩(ସନ୍ଧାନ ନ୍ୟୁଜ/ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ବାଣିଜ୍ୟ ସ୍ରୋତ ପକ୍ଷରୁ ଚଳିତ ବର୍ଷର ସ୍ଵାଗତ ସମାରୋହ ଆୟୋଜିତ ହୋଇଯାଇଛି। ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ଯୋଗ ଦେଇଥିବା ବେଳେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ବିଭାଗ ମୁଖ୍ୟ ଅଧ୍ୟାପକ ସରୋଜ କୁମାର ପାଠୀ, ଅଧ୍ୟାପକ ଶ୍ରୀକାନ୍ତ କୁମାର ସାହୁ ସଲାରାମ୍ ମାରାଣ୍ଡି, ଦଣ୍ଡପାଣି ଭୂୟାଁ ପ୍ରମୁଖ ଉପସ୍ଥିତ ରହି ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । +2ଓ +3 ପ୍ରଥମ ବର୍ଷ ନବାଗତ ଛାତ୍ରଛାତ୍ରୀ ମାନଙ୍କୁ ସ୍ଵାଗତ କରାଯାଇଥିଲା। ନୃତ୍ୟ ପରିବେଷଣ ସହ ଛାତ୍ରଛାତ୍ରୀ ମାନେ ସଙ୍ଗୀତ ପରିବେଷଣ କରି ସ୍ୱାଗତ ଜଣାଇଥିଲେ ।

Related Posts

About The Author

Add Comment