ଭୁବନେଶ୍ୱର, ୨୦/୦୩ (ସନ୍ଧାନ ନିୟୁଜ) : ଓଡ଼ିଶାରେ ଦ୍ୱିତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁବାର ପରୀକ୍ଷା ହୋଇଥିବା ୧୪ ନମୁନାରୁ ଗୋଟିଏ ପଜିଟିଭ୍ ଜଣାପଡ଼ିଛି। ସଂକ୍ରମିତ ବ୍ୟକ୍ତି ଜଣଙ୍କ ବିଦେଶରୁ ଫେରିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି। ଏହା ପୂର୍ବରୁ ଗତ ମାର୍ଚ୍ଚ ୧୫ ତାରିଖରେ ଓଡ଼ିଶାରେ ପ୍ରଥମ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଥିଲେ।
ଓଡ଼ିଶାରେ ଚିହ୍ନଟ ହେଲା ଦ୍ୱିତୀୟ କରୋନା ଆକ୍ରାନ୍ତ
|
March 20, 2020 |
