ଓଡ଼ିଶା ଛୁଇଁଲା ମୌସୁମୀ

Spread the love

ଭୁବନେଶ୍ୱର ୧୨/୦୬ (ସନ୍ଧାନ ନିଉଜ) : ଓଡ଼ିଶା ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, ଗଜପତି ଏବଂ ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳରେ ମୌସୁମୀ ଛୁଇଁଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଚଳିତ ବର୍ଷ ମୌସୁମୀ ସ୍ୱାଭାବିକ ହେବ। ଓଡ଼ିଶା ସମେତ କେନ୍ଦ୍ରୀୟ ଭାରତରେ ବର୍ଷା ପରିମାଣ ୧୦୩% ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

Related Posts

About The Author

Add Comment