Homeଜିଲ୍ଲା ପରିକ୍ରମାକଟକକାଲି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି : ଆକାଶ ମାର୍ଗରୁ ମହାବାତ୍ୟା ଫନି ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ କାଲି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି : ଆକାଶ ମାର୍ଗରୁ ମହାବାତ୍ୟା ଫନି ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ Manas Kumar Rout | May 5, 2019 | Spread the love ଭୁବନେଶ୍ୱର,୫/୫ (ସନ୍ଧାନ ନିୟୁଜ) ଫନି ପରବର୍ତ୍ତି ସ୍ଥିତିର ସମୀକ୍ଷା ଏବଂ ଫନି ତାଣ୍ଡବ ରଚିଥିବା ଅଞ୍ଚଳକୁ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏଥିପାଇଁ ଆସନ୍ତା କାଲି ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ନିଜ ଟ୍ୱିଟର ପେଜରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। Related Posts ଜିଲ୍ଲା ଶିଳ୍ପ କେନ୍ଦ୍ର ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ December 28, 2020 | Manas Kumar Rout | ଅଧିକ ପଢନ୍ତୁ ହୋଇପାରୁନି ଅନଲାଇନ୍ ପାଠପଢା December 15, 2020 | 2005lindadavis1989 | ଅଧିକ ପଢନ୍ତୁ ୮ ଜିଲ୍ଲାରେ ବର୍ଷିବ April 3, 2020 | Manas Kumar Rout | ଅଧିକ ପଢନ୍ତୁ ଓଡ଼ିଶା ଆଜିଠୁ ସ୍ପଟ୍ ଆଡମିଶନ August 16, 2019 | Manas Kumar Rout | ଅଧିକ ପଢନ୍ତୁ About The Author Manas More From This Author Add Comment Cancel reply Save my name, email, and website in this browser for the next time I comment.