Homeଆପଣଙ୍କ ରିପୋର୍ଟକେରଳର ପୂର୍ବତନ ମନ୍ତ୍ରୀ ତଥା ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିର ଅଧ୍ୟକ୍ଷ ଥୋମାସ ଚାଣ୍ଡିଙ୍କ ପରଲୋକ କେରଳର ପୂର୍ବତନ ମନ୍ତ୍ରୀ ତଥା ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିର ଅଧ୍ୟକ୍ଷ ଥୋମାସ ଚାଣ୍ଡିଙ୍କ ପରଲୋକ Sandhan News | December 20, 2019 | Spread the love କେରଳ, ୨୦/୧୨ (ସନ୍ଧାନ ନିଉଜ) : କେରଳର ପୂର୍ବତନ ମନ୍ତ୍ରୀ ତଥା ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିର ଅଧ୍ୟକ୍ଷ ଥୋମାସ ଚାଣ୍ଡିଙ୍କର ଶୁକ୍ରବାର ଦ୍ବିପ୍ରହରରେ ନିଜ ବାସଭବନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ବର୍ଷ ବୟସ ହୋଇଥିଲା। ସେ କର୍କଟ ରୋଗରେ ପୀଡିତ ହୋଇ ଦୀର୍ଘ ଦିନ ହେବ ଚିକିତ୍ସିତ ହେଉଥିଲେ। Related Posts ଯାଜପୁର ରାମେଶ୍ୱର ମନ୍ଦିରରେ ରାସ ପୂର୍ଣ୍ଣିମା ପାଳିତ November 19, 2021 | Sandhan News | ଅଧିକ ପଢନ୍ତୁ ବାଲିଗୁଡା ରେ ବିଜୁ ବାବୁଙ୍କ ୨୯ ତମ ତିରୋଧାନ ଦିବସ April 18, 2026 | Manas Kumar Rout | ଅଧିକ ପଢନ୍ତୁ ନାଆଁମୀ ମହାବିଦ୍ୟାଳୟରେ ମୋ କଲେଜ ଅଭିଯାନ March 23, 2021 | Sandhan News | ଅଧିକ ପଢନ୍ତୁ ଋଷଠୁ ତେଲ କିଣାକୁ ରାଜନୀତିକରଣ କରାଯିବା ଉଚିତ୍ ନୁହେଁ, ଆମେରିକାର ମନ୍ତବ୍ୟ ଉପରେ କଡ଼ା ପ୍ରତିକ୍ରିୟା ଦେଲା ଭାରତ March 18, 2022 | Sandhan News | ଅଧିକ ପଢନ୍ତୁ About The Author sandhan@news More From This Author Add Comment Cancel reply Save my name, email, and website in this browser for the next time I comment.
ଋଷଠୁ ତେଲ କିଣାକୁ ରାଜନୀତିକରଣ କରାଯିବା ଉଚିତ୍ ନୁହେଁ, ଆମେରିକାର ମନ୍ତବ୍ୟ ଉପରେ କଡ଼ା ପ୍ରତିକ୍ରିୟା ଦେଲା ଭାରତ March 18, 2022 | Sandhan News | ଅଧିକ ପଢନ୍ତୁ