କୋରାପୁଟ, 05.02.2021 (ସନ୍ଧାନ ନିଉଜ୍):- ବଦଳିଲେ କୋରାପୁଟ ଜିଲ୍ଲାପାଳ । କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ରଙ୍କୁ ବଦଳି କରାଯାଇଛି । ତାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ସଚିବ ଭାବେ ବଦଳି କରିଛନ୍ତି ରାଜ୍ୟ ସରକାର । ତାଙ୍କ ସ୍ଥାନରେ ଅହମ୍ମଦ ଅବଦୁଲ ଅଖତରଙ୍କୁ କୋରାପୁଟର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ବ ମିଳିଛି ।