ଭୁବନେଶ୍ୱର, ୨୪/୦୩ (ସନ୍ଧାନ ନିୟୁଜ) ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶିବରାଜ ସିଂ ଚୌହ୍ୱାନ । ରାଜଭବନରେ ଅନୁଷ୍ଠିତ ସ୍ୱତନ୍ତ୍ର ଉତ୍ସବରେ ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଶିବରାଜ । ରାଜ୍ୟପାଳ ଶିବରାଜଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହାପୂର୍ବରୁ ଲଗାତାର ୩ ଥର ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ରହି ଆସିଛନ୍ତି ଶିବରାଜ । ତେବେ ୨୦୧୮ ବିଧାନସଭା ନିର୍ବାଚନରେ ବିଜେପି ବହୁମତ ହାସଲ କରି ନ ପାରିବାରୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଚୌକିରୁ ଶିବରାଜଙ୍କୁ ଓହ୍ଲାଇବାକୁ ପଡିଥିଲା । ମଧ୍ୟପ୍ରଦେଶରେ ସରକାର ଗଢିଥିଲା କଂଗ୍ରେସ । ତେବେ ଦୀର୍ଘ ୧୫ ମାସ ପରେ ପୁଣିଥରେ କମବ୍ୟାକ୍ କରିବା ସହ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଶିବରାଜ ।
ତାଜା ଖବର
- ଛତିଶଗଡ ରାଜ୍ୟର ଅସହାୟ ବୃଦ୍ଧା ଏଣେତେଣେ ବୁଲୁଥିବା ବେଳେ ସ୍ଥାନୀୟ ସାମ୍ବାଦିକ ଓ ସ୍ବେଛାସେବୀ ଯୁବକ ମାନେ ବୃଦ୍ଧା ଙ୍କୁ ନେଇ ସଖି ଅନୁଷ୍ଠାନରେ କଲେ ଥଇଥାନ
- ସମ୍ବଲପୁର ମହାନଗର ନିଗମର କାର୍ଯ୍ୟ ସମୀକ୍ଷା କଲେ ଜିଲ୍ଲାପାଳ।
- ଅଂଚଳ ବିକାଶ ନେଇ ମାନ୍ୟବର ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କଲେ ଯୁବ ସାମାଜିକ କର୍ମୀ ।
- ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗ ର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୁତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ*
- ନିମ୍ନ ଲିଙ୍କରେ କ୍ଲିକ କରି ଆଜିର ଇ – ପେପର ଡାଉନ ଲୋଡ କରନ୍ତୁ
- ମହାବୀର ପାହାଡ଼ରେ ହାତୀ ପଳର ଆଗମନ, ଅଞ୍ଚଳ ବାସୀଙ୍କୁ ସଚେତନ କଲେ ବନ ବିଭାଗ
- ବିଲ କୁ ଯାଇଥିବା ବେଳେ ବଜ୍ରାଘାତରେ ଯୁବ ଚାଷୀ ର ମୃତ
- ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀ ଅନୁଷ୍ଠିତ; ଶିକ୍ଷା, ନବସୃଜନ ଓ ସ୍ଥାୟୀ ବିକାଶ ଉପରେ ଗୁରୁତ୍ୱ
- କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା
- ନିମ୍ନ ଲିଙ୍କରେ କ୍ଲିକ କରି ଆଜିର ଇ – ପେପର ଡାଉନ ଲୋଡ କରନ୍ତୁ


