ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍‌କ୍ଷେପଣ ହେଲା ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ ବ୍ରହ୍ମୋସ

Spread the love

ବାରିପଦା(ସନ୍ଧାନ ନ୍ୟୁଜ୍)୧୨/୦୭-:ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍‌କ୍ଷେପଣ ହେଲା ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ ବ୍ରହ୍ମୋସ
ଶକ୍ତିଶାଳୀ ହେଉଛି ଭାରତୀୟ ସେନା। ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍‌କ୍ଷେପଣ ହେଲା ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ ବ୍ରହ୍ମୋସ। ଉତ୍‌କ୍ଷେପଣ ପରେ ରାଡ଼ାରରୁ ମିଳିଥିବା ତଥ୍ୟକୁ ନେଇ ଚାଲିଛି ସମିକ୍ଷା। ଭାରତ ଓ ଋଷର ମିଳିତ ସହଯୋଗରେ ନିର୍ମିତ ହୋଇଛି ବ୍ରହ୍ମୋସ। ବ୍ରହ୍ମୋସକୁ ସ୍ଥଳ, ବାୟୁ ଓ ନୌସେନାରେ ସାମିଲ କରାଯାଇଛି। ଏହାର ଲକ୍ଷ୍ୟଭେଦ କ୍ଷ୍ୟମତା ୬୫୦ରୁ ୮୦୦ କିଲୋମିଟର। ଶବ୍ଦର ବେଗ ଠାରୁ ୩ଗୁଣ ଅଧିକ ବେଗରେ ଗତୀ କରିପାରେ ସୁପରସୋନିକ୍‌ ମିସାଇଲ ବ୍ରହ୍ମୋସ। ଏଥିରେ ୨୦୦ରୁ ୩୦୦ କିଲୋଗ୍ରାମ ପର୍ଯ୍ଯନ୍ତ ଆଣବିକ ଯୁଧ୍ୟ କରିପାରିବ,

Related Posts

About The Author

Add Comment