ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଚାନକ ପହଞ୍ଚିଲେ ‘୫ଟି’ ସଚିବ
ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଚାନକ ପହଞ୍ଚିଲେ ‘୫ଟି’ ସଚିବ
Manas Kumar Rout |
December 10, 2019 |
ଭଦ୍ରକ,୧୦/୧୨ (ସନ୍ଧାନ ନିୟୁଜ): ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ‘୫ଟି’ର ଏକ ୩ ଜଣିଆ ଟିମ୍ ଅଚାନକ ପହଞ୍ଚିଛନ୍ତି। ପରେ ମେଡିକାଲ ପରିଦର୍ଶନ କରି ରୋଗୀଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଉଥିବା ସୁବିଧା ସୁଯୋଗ ଯାଞ୍ଚ କରିଛନ୍ତି। ୫ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ, ଶାଳିନୀ ମହାନ୍ତି ଓ ସୁରେଶ ମହାପାତ୍ର ବିଭିନ୍ନ ଓ୍ବାର୍ଡ ବୁଲି ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି।
Related Posts
About The Author