ଯାଜପୁର, ତା ୧୭ା୦୪ା୨୦୨୩ ରିଖ : ଜିଲ୍ଳ୍ା ପ୍ରଶାସନ ପକ୍ଷରୁ ଆଜି ପୂର୍ବାହ୍ନରେ ଧର୍ମଶାଳା ବ୍ଳ୍କ କାର୍ଯ୍ୟାଳୟ ଠାରେ ଜିଲ୍ଳ୍ାପାଳ ଶ୍ରୀ ଚକ୍ରୱର୍ତ୍ତୀ ସିଂହ ରାଠୋର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନୀତ ଅଗ୍ରୱାଲଙ୍କ ଦ୍ୱାରା ବ୍ଳକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଚ୍ଥି । ଉକ୍ତ ଜନ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଳ୍ାପାଳ (ରାଜସ୍ୱ) ଡଃ ଦିବ୍ୟଲୋଚନ ମହାନ୍ତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଳ୍ା ପରିଷଦ, ଶ୍ରୀ ଅଶୋକ କୁମାର ବେଉରିଆ, ଡେପୁଟି କଲେକ୍ଟର, ଅଭିଯୋଗ ଶ୍ରୀ ପ୍ରପୁଂଲ ଚନ୍ଦ୍ର ମିଶ୍ର, ବି.ଡି.ଓ., ଧର୍ମଶାଳା ଶ୍ରୀ ଦେବେନ୍ଦ୍ର ପ୍ରସାଦ ବଳ, ତହସିଲଦାର, ଧର୍ମଶାଳା ଶ୍ରୀ ସ୍ୱାଗତ ଦାସ, ମୁଖ୍ୟ ଜିଲ୍ଳ୍ା କୃଷି ଅଧିକାରୀ ଶ୍ରୀ କମଳ କୁମାର ନାୟକ, ଜିଲ୍ଳ୍ା ସମାଜ ସୁରକ୍ଷା ଅଧିକାରୀ ଶ୍ରୀ ରବିନ୍ଦ୍ର ନାଥ ବେହେରା, ସହକାରୀ ନିବନ୍ଧକ, ସମବାୟ ସମିତି ଶ୍ରୀ ଶରତ ଚନ୍ଦ୍ର ମଲ୍ଳ୍ିକ, ଜିଲ୍ଳ୍ା ମଙ୍ଗଳ ଅଧିକାରୀ ଶ୍ରୀ ଶରତ ଚନ୍ଦ୍ର ବେହେରା, ଜିଲ୍ଳ୍ା ଶିକ୍ଷା ଅଧିକାରୀ ଶ୍ରୀ ରଂଜନ କୁମାର ଗିରି, ଜିଲ୍ଳ୍ା ମୁଖ୍ୟ ପଶୁ ଚିକିତ୍ସା ଅଧିକାରୀ ଡା. ପଦ୍ମନାଭ ଦାସ, ଜିଲ୍ଳ୍ା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ନିରଂଜନ କରଙ୍କ ସମେତ ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ଅଧିକାରୀ ଏବଂ ଜିଲ୍ଳ୍ା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୪୪ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୩୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୫ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିପଂ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୧୩ ଗୋଟି ଅଭିଯୋଗ ଥିବାବେଳେ ଜିଲ୍ଳ୍ା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୧୦ ଗୋଟି ଅଭିଯୋଗ ଥିଲା । ଶିବିର ପ୍ରକୋଷ୍ଠରେ ଜିଲ୍ଳ୍ାପାଳ ତଥା ଜିଲ୍ଳ୍ା ମାଜିଷ୍ଟ୍ରେଟ୍ ଶ୍ରୀ ରାଠୋର ୨୬ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରିଥିଲେ । ପଂଜିକୃତ ହୋଇଥିବା ୬ ଗୋଟି ଅଭିଯୋଗର ଅଭିଯୋଗକାରୀମାନେ ଅଭିଯୋଗ ସ୍ଥଳରେ ଅନୁପସ୍ଥିତ ଥିଲେ । ପ୍ରକାଶ ଥାଉ କି, ଏପ୍ରିଲ ୨୪ ତାରିଖ ସୋମବାର ଦାନଗଦୀ ବ୍ଳ୍କ କାର୍ଯ୍ୟାଳୟ ଠାରେ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ପୂର୍ବାହ୍ନ ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଳ୍ାର ବରିଷ୍ଠ ପଦାଧିକାରୀବୃନ୍ଦ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ, ସଂପୃକ୍ତ ବ୍ଳକର ବି.ଡି.ଓ. ଏବଂ ତହସିଲଦାରମାନେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡିକର ତ୍ୱରିତ୍ ସମାଧାନ ଶୁଣାଣିରେ ଜିଲ୍ଳ୍ାପାଳଙ୍କୁ ସହଯୋଗ ପ୍ରଦାନ କରିବେ ।
ଜିଲ୍ଳ୍ା ପ୍ରଶାସନ ପକ୍ଷରୁ ଧର୍ମଶାଳା ବ୍ଳକ କାର୍ଯ୍ୟାଳୟ ଠାରେ ମିଳିତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
|
April 18, 2023 |