ଜୁନ ମାସର ଅଭିଯୋଗ ଶୁଣାଣୀ କାର୍ଯ୍ୟସୂଚୀ

Spread the love

ଯାଜପୁର, ତା ୩ା୬ : ଯାଜପୁର ଜିଲ୍ଳ୍ା ପ୍ରଶାସନ ପକ୍ଷରୁ ଜୁନ ମାସର ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସ୍ଥିର ହୋଇଚ୍ଥି । ଜୁନ ୬ ତାରିଖ ସୋମବାର ଜିଲ୍ଳ୍ା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ ଗୃହରେ, ୧୩ ତାରିଖ ସୋମବାର ବିଂଝାରପୁର ବ୍ଳ୍କ କାର୍ଯ୍ୟାଳୟ ଠାରେ ସକାଳ ୮ ଘଟିକା ଠାରୁ ଅପରାହ୍ନ ୧ ଘଟିକା ପର୍ଯ୍ୟନ୍ତ ଯୁଗ୍ମ ଜନ ଶୁଣାଣି ଚାଲୁ ରହିବ । ସେହିପରି ଜୁନ ୨୦ ତାରିଖ ସୋମବାର କୋରାଇ ବ୍ଳ୍କ କାର୍ଯ୍ୟାଳୟ ଏବଂ ୨୭ ତାରିଖ ସୋମବାର ଧର୍ମଶାଳା ବ୍ଳ୍କ କାର୍ଯ୍ୟାଳୟ ଠାରେ ଦିବା ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ ବୋଲି ଜିଲ୍ଳ୍ାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ବିଭାଗୀୟ ପତ୍ର ମାଧ୍ୟମରେ ଅବଗତ କରାଇଚ୍ଥନ୍ତି । Sandhan News

Related Posts

About The Author

Add Comment