ଉମରକୋଟ, ୧/୧୧ (ସନ୍ଧାନ ନିଉଜ) : ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକ ଓ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ନବରଙ୍ଗପୁର ଜିଲା ଉମରକୋଟ ଅନ୍ତର୍ଗତ ଚନ୍ଦାହାଣ୍ଡି ବ୍ଳକ ଫଟକି ଗାଁ ନିକଟରେ ଥିବା ଏକ ଗଛରୁ ଉଭୟଙ୍କ ମୃତଦେହ ଉଦ୍ଧାର ହୋଇଛି। ଚନ୍ଦାହାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଏପର୍ଯ୍ୟନ୍ତ ସେମାନଙ୍କ ମୃତ୍ୟୁର କାରଣ ଜଣାପଡିନାହିଁ।
ତାଜା ଖବର
- ବନ୍ଧୁକ ମୁନରେ ଲୁଟ ଘଟଣା,: ଗିରଫ ହେଲେ ୫ ଡକାୟତ: ସୁନା ରୂପା ଅଳଙ୍କାର,ଟଙ୍କା ସମେତ ବହୁ ସାମଗ୍ରୀ ଜବତ
- ଉପଖଣ୍ଡ ଭତ୍ତା ହିତାଧିକାରୀ ସୁରକ୍ଷା ସମିତି ପକ୍ଷରୁ କାର୍ଯ୍ୟ କାରିଣୀ ବୈଠକ ଓ ନୂତନ କର୍ମକର୍ତ୍ତା ନିର୍ବାଚନ
- ତିଆରି ହେଲା ଇତିହାସ, ୧୯ ତମ ବିଭାହ ବାର୍ଷିକୀରେ ଦମ୍ପତି ଚୁକ୍ତି କଲେ ମର ଶରୀର ଦାନ
- ଜମନକିରା ବ୍ଲକରେ ଭୀମ ଭୋଇ ସାମର୍ଥ୍ୟ ଶିବିର ଅଭିଯାନ ଅନୁଷ୍ଠିତ, ୫୩୮ ଜଣଙ୍କ ସ୍ବାସ୍ଥ୍ୟ ପରୀକ୍ଷା
- ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା-ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ଶୁଭାରମ୍ଭ
- ନାରୀ ନିର୍ଯାତନା ପ୍ରତିବାଦରେ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରିଲା କନ୍ଧମାଳ ଜିଲ୍ଲା କଂଗ୍ରେସ
- ଅଙ୍ଗନୱାଡ଼ି କେନ୍ଦ୍ରରେ ଦୀର୍ଘଦିନ ହେଲା ନଳକୂପ ଅଚଳ : ପାଣି ସମସ୍ୟା ସୁଧୁରିବ କେବେ ?
- ସବଡେଗାରେ ଅବକାରି ବିଭାଗର ଚଢ଼ାଉ ,୨୩୪ ଲିଟର ବିଦେଶୀମଦ ଜବତ
- ନାରୀ ନିର୍ଯାତନା ପ୍ରତିବାଦରେ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରିଲା କନ୍ଧମାଳ ଜିଲ୍ଲା କଂଗ୍ରେସ
- ଶ୍ରୀରାମ ବାଟିକାରେ ୨୪ ପ୍ରହରୀ ନାମଯଜ୍ଞ, ସାଧୁ ସନ୍ଥଙ୍କ ସମାଗମ