Homeଜିଲ୍ଲା ପରିକ୍ରମାକଟକଦେବୀ ନଦୀରୁ ମୃତଦେହ ଉଦ୍ଧାର , କାଠଯୋଡ଼ି ପୋଲରୁ ଡ଼େଇଁପଡ଼ିଥିବା ଦେବବ୍ରତଙ୍କ ବୋଲି ସନ୍ଦେହ ଦେବୀ ନଦୀରୁ ମୃତଦେହ ଉଦ୍ଧାର , କାଠଯୋଡ଼ି ପୋଲରୁ ଡ଼େଇଁପଡ଼ିଥିବା ଦେବବ୍ରତଙ୍କ ବୋଲି ସନ୍ଦେହ Sandhan News | October 16, 2019 | Spread the love କଟକ, ୧୬/୧୦ (ସନ୍ଧାନ ନିଉଜ) : ରାହାମା ନିକଟ ଦେବୀ ନଦୀରୁ ବୁଧବାର ଏକ ଅଚିହ୍ନା ମୃତଦେହ ମଳିଥିବା ଜଣାପଡ଼ିଛି। ଉକ୍ତ ମୃତଦେହଟି କାଠଯୋଡ଼ି ପୋଲରୁ ନଦୀରୁ ଡ଼େଇଁପଡ଼ିଥିବା ଦେବବ୍ରତଙ୍କ ମୃତଦେହ ବୋଲି ସନ୍ଦେହ କରାଯାଉଛି। ଏଯାବତ ମୃତଦେହ ଚିହ୍ନଟ ହୋଇନଥିବାରୁ ତାହା ଦେବବ୍ରତଙ୍କ ମୃତଦେହ ବୋଲି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। Related Posts ଛଟେଇ ମହିଳା ସ୍ବାସ୍ଥ୍ୟକର୍ମୀଙ୍କ ଧାରଣା ୯ମଦିନରେ November 27, 2020 | 2005lindadavis1989 | ଅଧିକ ପଢନ୍ତୁ ଭୀମ ଆର୍ମିର ବନ୍ଦ ଡାକରା February 23, 2020 | Biswajit Parida | ଅଧିକ ପଢନ୍ତୁ ସ୍ତ୍ରୀ ହତ୍ୟା ଅଭିଯୋଗରେ ସ୍ୱାମୀକୁ ଆଜୀବନ କାରାଦଣ୍ଡ February 11, 2022 | Manas Kumar Rout | ଅଧିକ ପଢନ୍ତୁ ପୁଲିସ ଠେଙ୍ଗା ବାଜି ବାଇକ୍ ଚାଳକ ରକ୍ତାକ୍ତ January 15, 2021 | 2005lindadavis1989 | ଅଧିକ ପଢନ୍ତୁ About The Author sandhan@news More From This Author Add Comment Cancel reply Save my name, email, and website in this browser for the next time I comment.