ଧର୍ମଶାଳା ଅବକାରୀ ବିଭାଗ ଚଢ଼ାଉ

Spread the love

ଯାଜପୁର , ୧୫/୩/୨୦ (ସନ୍ଧାନ ନିଉଜ) : ଗତ ୨୦୧୭ ମସିହା ଡିସେମ୍ବର ୬ ତାରିଖରେ ଯାଜପୁର କୁଆଖିଆ ଥାନା କଲଣ ଗାଁରେ ଧର୍ମଶାଳା ଅବକାରୀ ବିଭାଗ ଚଢ଼ାଉ କରି ଟିମସେନ ସାହୁ ଏବଂ ସୁରେନ୍ଦ୍ର ସାହୁଙ୍କ ଘରୁ ୫୫ କେଜି ଗଂଜେଇ ଜବତ କରିଥିଲେ । ଏହି ଘଟଣାର ବିଚାର କରି ୪ ଜଣ ସାକ୍ଷ୍ୟଙ୍କ ଠାରୁ ବୟାନ ରେକର୍ଡ କରିବା ପରେ ଆଜି ଜିଲା ଦୌରାଜଜ ଉଭୟଙ୍କୁ ୧୦ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡାଦେଶ ସହ ୧ ଲକ୍ଷ ଟଙ୍କା ଲେଖାଏଁ ଜରିମାନା ଆଦାୟ ପାଇଁ ନିର୍ଦ୍ଧେଶ ଦେଇଛନ୍ତି ।

Related Posts

About The Author

Add Comment