ଦେବଗଡ଼, ୨୫/୧୨ (ସନ୍ଧାନ ନିୟୁଜ) : ଦେବଗଡ଼ ଜିଲ୍ଲା ରିଆମାଳ ଅଞ୍ଚଳରେ ଜଣେ ନାବାଳିକା ଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି । ଜଣେ ୪ ବର୍ଷର ନାବାଳିକାକୁ ଦୁଇ ଜଣ ନାବାଳକ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଖେଳିବାକୁ ଡାକି ନେଇ ସେମାନେ ଏହି କାଣ୍ଡ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ପୁଲିସ୍ ଘଟଣାର ତଦନ୍ତ କରୁଛି ।