ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ

Spread the love

ଗଞ୍ଜାମ ବୁଗୁଡ଼ା  ୨୮/୨/୨୬  (ସନ୍ଧାନ ନ୍ୟୁଜ)  ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ସଭା ଗୃହରେ ଗୁରୁବାର ଦିନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।ପରିଷଦର ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ରାଜ୍ଯସରକାରଙ୍କ ମତ୍ସ୍ଯ ଓ ପଶୁସମ୍ପଦ ବିକାଶ ବିଭାଗର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ୩୫ ଜଣ ନୂତନ ହିତାଧିକାରୀଙ୍କୁ ମଧୁବାବୁ ଓ ଇନ୍ଦିରା ଗାନ୍ଧୀ ଜାତୀୟ ପେନସନ ଯୋଜନାର ଭତ୍ତା ବଣ୍ଟନ କରିଥିଲେ। ଏନ୍ ଏ ସି କାର୍ଯ୍ଯ ନିର୍ବାହୀ ଅଧିକାରୀ ବିଭୁତି ଭୁଷଣ ବେହେରାଙ୍କ ତତ୍ତ୍ବାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଜନପ୍ରତିନିଧିଗଣ, ଏନଏସିର କର୍ମଚାରୀ ଓ ହିତାଧିକାରୀ ମାନେ ଉପସ୍ଥିତ ଥିଲେ।

Related Posts

About The Author

Add Comment