ଭଦ୍ରକ ନେହେରୁ ଷ୍ଟାଡିୟମ୍ ପରିସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମାଧ୍ୟମରେ ଭଦ୍ରକ ଜିଲ୍ଲାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର କଲେ ଶୁଭ ଉନ୍ମୋଚନ

Spread the love

ଭଦ୍ରକ/୨୭/୧୧/ସନ୍ଧାନ ନିଉଜ୍/ ଆଜି ଭଦ୍ରକ ନେହେରୁ ଷ୍ଟାଡିୟମ୍ ପରିସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଭଦ୍ରକ ଜିଲ୍ଲାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭ ଉନ୍ମୋଚନ କରିବା ସହିତ ଭଦ୍ରକ ଜିଲ୍ଲାର ୩୦୦ କୋଟି ଟଙ୍କା ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କଲେ।ଉକ୍ତ ସଭାରେ ଉପସ୍ଥିତ ଥିଲେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ରଣେନ୍ଦ୍ର ପ୍ରତାପ ସ୍ଵାଇଁ,ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ମାନ୍ୟବର ଡ଼ା ବ୍ୟୋମକେଶ ରାୟ,ଭଦ୍ରକର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସଞ୍ଜୀବ ମଲ୍ଲିକ,ଭଦ୍ରକର ମାନନୀୟା‌ ସାଂସଦ ଶ୍ରୀମତୀ ମଞ୍ଜୁଲତା ମଣ୍ଡଳ ଉପସ୍ଥିତ ଥିଲେ ଏବଂ ଭଦ୍ରକ ନିର୍ବାଚନ ମଣ୍ଡଳୀର କୋଣ ଅନୁକୋଣରୁ ୬୦୦୦ ରୁ ଅଧିକ ଯୁବକ ଓ ମହିଳା ଯୋଗ ଦେଇଥିଲେ ।

Related Posts

About The Author

Add Comment