ଭଦ୍ରକ, ୨୬/୧୦ (ସନ୍ଧାନ ନିଉଜ) : ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା କେଦାରପୁର ପ୍ରାଥମିକ ବିଦ୍ୟାଳୟରେ ଶନିବାର ମଧ୍ୟାହ୍ନ ଭୋଜନ ଖାଇ ୬୦ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଥିବା ଜଣାପଡିଛି। ପିଲାମାନେ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବାପରେ ହଠାତ ଅସୁସ୍ଥ ହୋଇପଡିଥିବା ଗ୍ରାମବାସୀମାନେ ସୂଚନା ଦେଇଛନ୍ତି। ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ଭଦ୍ରକ ଜିଲା ମୁଖ୍ୟ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ମଧ୍ୟାହ୍ନ ଭୋଜନ ଖାଇ ୬୦ଛାତ୍ରଛାତ୍ରୀ ଅସୁସ୍ଥ
|
October 26, 2019 |



