ବରଗଡ, 14/04 (ସନ୍ଧାନ ନିଉଜ): ହାତୀ ଅକ୍ରମଣରେ ଯୁବକଙ୍କ ମୃତ୍ୟୁ । ବରଗଡ ପଦ୍ମପୁର ଉପଖଣ୍ତ ଖଲିଆମୁଣ୍ତା ଗାଁରେ ହାତ୍ରୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଗାଁର ଲାଦୁ ବଢେଇ ମହୁଲ ସଂଗ୍ରହ କରିବାପାଇ ଯାଇଥିବା ବେଳେ ବଣୁଆ ହାତୀ ହାବୁଡରେ ପଡିଥିଲେ । ପରେ ଯୁବକକୁ ହାତୀ ଦଳି ଦେଇଥିବାରୁ ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଛି । ଘେସ ବନ ବିଭାଗ ଓ ମେଲଛାମୁଣ୍ତା ପୋଲିସ ଖବର ପାଇ ଘଟଣା ସ୍ଥଳକୁ ମୃତ ଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ । ଅନ୍ୟପଟେ ବନ ବିଭାଗ ପକ୍ଷରୁ ମୃତକଙ୍କ ପରିବାରକୁ ୧୦ ହଜାର ଟଙ୍କା ସହାୟତ ରାଶି ପ୍ରଦାନ କରାଯାଇଛି ।
ତାଜା ଖବର
- ସବଡେଗାରେ ଅବକାରି ବିଭାଗର ଚଢ଼ାଉ ,୨୩୪ ଲିଟର ବିଦେଶୀମଦ ଜବତ
- ନାରୀ ନିର୍ଯାତନା ପ୍ରତିବାଦରେ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରିଲା କନ୍ଧମାଳ ଜିଲ୍ଲା କଂଗ୍ରେସ
- ଶ୍ରୀରାମ ବାଟିକାରେ ୨୪ ପ୍ରହରୀ ନାମଯଜ୍ଞ, ସାଧୁ ସନ୍ଥଙ୍କ ସମାଗମ
- ମାର୍ଚ୍ଚ ୧୯ରୁ ନୂଆ ନିୟମ ଲାଗୁ କରିବ ୟୁଟ୍ୟୁବ
- ଆଇସିସି ଚାମ୍ପିଅନ୍ସ ଟ୍ରଫି; ୩ୟ ଥର ପାଇଁ ଟାଇଟଲ ହାତେଇଲା ଭାରତ
- ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ
- ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ
- ଗର୍ଜନୀ ନଦୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର
- କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଆୟୋଜିତ
- ଓ୍ବାର୍ଲ୍ଡ ବୁକ୍ ଅଫ୍ ରେକର୍ଡ ଅଧିକାରୀ ଚାରି ବର୍ଷର ଆଦଭିକ୍