ଯାଜପୁର: ଅଭିଯୋଗ ଶୁଣାଣି ଅନୁଷ୍ଠିତ

Spread the love

ଯାଜପୁର, ୨୬/୦୪/୨୦୨୨ (ସନ୍ଧାନ ନିଉଜ) : ସୋମବାର ପୂର୍ବାହ୍ନରେ କଳିଙ୍ଗ ନଗର ଊନ୍ନୟନ କର୍ତ୍ତୃପକ୍ଷଙ୍କ ସମ୍ମିଳନୀ ଗୃହରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ଯାଜପୁର ଜିଲ୍ଳ୍ାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରିବା ସହ ଶିବିରକୁ ଆସୁଥିବା ଅଭିଯୋଗକାରୀଙ୍କର ସମସ୍ୟାର ସମାଧାନ ତ୍ୱରାନ୍ୱିତ ପ୍ରକି୍ରୟାରେ କରିବାକୁ ପରାମର୍ଶ ଦେଇଥିଲେ । ପ୍ରଶାସନକୁ ଲୋକାଭିମୁଖୀ କରିବା ସହ ଆଇନର ପରିସରରେ ସାଧାରଣ ଲୋକଙ୍କର ସମସ୍ୟାର ସମାଧାନ ସଂପନ୍ନ କରିବା ହେଉଚ୍ଥି ଅଭିଯୋଗ ଶୁଣାଣି ଶିବିରର ଆଭିମୁଖ୍ୟ । ତେଣୁ ପ୍ରତ୍ୟେକ ଦାୟିତ୍ୱର ସହ ଏହାକୁ ନିର୍ବାହ କରିବାକୁ ସେ ନିଦେ୍ର୍ଦଶ ଦେଇଥିଲେ । ଏହି ଶୁଣାଣିରେ ମୋଟ ୫୮ ଗୋଟି ଅଭିଯୋଗ ମଧ୍ୟରୁ ୦୭ ଗୋଟି ରେଡକ୍ରସ ସହାୟତା ପାଇଁ ଓ ମୁଖ୍ୟମନ୍ତ୍ରୀ ରିଲିପଂ୍ ପାଂଠିରୁ ସହାୟତା ପାଇଁ ୦୪ ଗୋଟି ଆବେଦନ ପତ୍ର ମିଳିଥିଲା । ଆବାସ ଯୋଜନା, ଭତ୍ତା ପ୍ରଦାନ, ଚିକିସôା ସହାୟତା, ଜମିଜମା ସମ୍ୱନ୍ଧୀୟ, ଇତ୍ୟାଦି ସଂପର୍କରେ ଏହି ଅଭିଯୋଗ ଗୁଡିକ ପଂଜିକୃତ ହୋଇଥିଲା । ତତ୍କ୍ଷଣାତ୍ ୩୨ ଗୋଟି ଆବେଦନର ସମାଧାନ କରାଯାଇଥିଲା । ଅନ୍ୟ ୧୫ ଗୋଟି ଅଭିଯୋଗର ସମାଧାନ କର୍ତ୍ତୃପକ୍ଷ ଅଧିକାରୀ ମାନଙ୍କ ସମାଧାନ ପାଇଁ ନିଦେ୍ର୍ଦଶ ଦିଆଗଲା ।

ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଲ ପି.ଆର., ଅତିରିକ୍ତ ଜିଲ୍ଳ୍ାପାଳ(ରାଜସ୍ୱ) ଅକ୍ଷୟ କୁମାର ମଲ୍ଳ୍ିକ, ଜିଲ୍ଳ୍ା ପ୍ରକଳ୍ପ ନିଦେ୍ର୍ଦଶକ ଅଶୋକ କୁମାର ବେହୁରିଆ, କଳିଙ୍ଗ ନଗର ଅତିରିକ୍ତ ଜିଲ୍ଳ୍ାପାଳ ସନ୍ତୋଷ କୁମାର ମିଶ୍ର, ବ୍ୟାସନଗର ତହସିଲଦାର ଅଶୋକ କୁମାର ମାଝି, ଅତିରିକ୍ତ ଜିଲ୍ଳ୍ା ମୁଖ୍ୟ ଚିକିସôାଧିକାରୀ ତଥା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ସୁଧାଂଶୁ ଶେଖର ବଳ ବ୍ୟାସନଗର ପୈାର ନିର୍ବାହୀ ଅଧିକାରୀ ଅଶୋକ କୁମାର ରାଊତ, ଜିଲ୍ଳ୍ା ସଂସ୍କୃତି ଅଧିକାରୀ ଦୁର୍ଯେ୍ୟାଧନ ମଲ୍ଳ୍ିକ, ଜିଲ୍ଳ୍ା ଯୋଗାଣ ଅଧିକାରୀ ସଲ୍ଳାଊଦ୍ଦିନ ଖାଁ, ଜିଲ୍ଳ୍ା ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ତିଳୋତ୍ତମା ପୃଷ୍ଟି , ଊପଖଣ୍ଡ ସୂଚନା ଓ ଲୋକ ସଂପର୍କ ଅଧିକାରୀ ସରୋଜ କୁମାର ଶତପଥୀ ଓ ଜିଲ୍ଳ୍ା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Related Posts

About The Author

Add Comment