ରାଉରକେଲା,୦୩/୦୬ (ସନ୍ଧାନ ନିଉଜ) : ରାଉରକେଲା ଆଇଜିଏଚରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ବୁଧବାର ଶ୍ବାସକ୍ରିୟାରେ କଷ୍ଟ ଅନୁଭବ କରିବା ପରେ ଏହି ୬୪ ବର୍ଷୀୟ ବ୍ୟକ୍ତି ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏହାପରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା । ରିପୋର୍ଟରେ ସେ କରୋନା ପଜିଟିଭ୍ ଥିବା ଜଣାପଡିଥିଲା। ଏହାପରେ ତାଙ୍କୁ ଆଇଜିଏଚର କରୋନା ୱାର୍ଡରେ ରଖାଯାଇ ଚିକିତ୍ସା କରାଯାଉଥିଲା।
ରାଉରକେଲା : ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
|
July 3, 2020 |