ରାଜ୍ୟରେ କରୋନା ନେଲା ଆଉ ଜଣଙ୍କର ମୃତ୍ୟୁ

Spread the love

ଭୁବନେଶ୍ୱର ୨୭/୦୬ (ସନ୍ଧାନ ନିଉଜ): ରାଜ୍ୟରେ କରୋନାରେ ଶନିବାର ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଗଞ୍ଜାମ ଜିଲାର ୬୮ବର୍ଷୀୟ ପୁରୁଷ ହୋଇଥିବା ଜଣାପଡିଛି। ଏଥିସହିତ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି। ସେ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗର ଶିକାର ହୋଇଥିଲେ।

Related Posts

About The Author

Add Comment