ଭୁବନେଶ୍ୱର, ୨୦/୦୩ (ସନ୍ଧାନ ନିୟୁଜ ) : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ଶ୍ରେଣୀର ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି। ଆଜିଠୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନକୁ ସ୍ଥଗିତ ରଖା ଯାଇଥିବା ବେଳେ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା, ବିପିୟୁଟି ଓ ଭିସୁଟ୍ ପରିଚାଳିତ ସମସ୍ତ ସେମିଷ୍ଟାର ଓ ଫାଇନାଲ ପରୀକ୍ଷାକୁ ଆସନ୍ତା ସୋମବାରଠୁ ସ୍ଥଗିିତ ରଖାଯାଇଛି। ଆଜି ଏନେଇ ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ ବାଗଚୀ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।
ତାଜା ଖବର
- ସବଡେଗାରେ ଅବକାରି ବିଭାଗର ଚଢ଼ାଉ ,୨୩୪ ଲିଟର ବିଦେଶୀମଦ ଜବତ
- ନାରୀ ନିର୍ଯାତନା ପ୍ରତିବାଦରେ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରିଲା କନ୍ଧମାଳ ଜିଲ୍ଲା କଂଗ୍ରେସ
- ଶ୍ରୀରାମ ବାଟିକାରେ ୨୪ ପ୍ରହରୀ ନାମଯଜ୍ଞ, ସାଧୁ ସନ୍ଥଙ୍କ ସମାଗମ
- ମାର୍ଚ୍ଚ ୧୯ରୁ ନୂଆ ନିୟମ ଲାଗୁ କରିବ ୟୁଟ୍ୟୁବ
- ଆଇସିସି ଚାମ୍ପିଅନ୍ସ ଟ୍ରଫି; ୩ୟ ଥର ପାଇଁ ଟାଇଟଲ ହାତେଇଲା ଭାରତ
- ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ
- ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ
- ଗର୍ଜନୀ ନଦୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର
- କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଆୟୋଜିତ
- ଓ୍ବାର୍ଲ୍ଡ ବୁକ୍ ଅଫ୍ ରେକର୍ଡ ଅଧିକାରୀ ଚାରି ବର୍ଷର ଆଦଭିକ୍