ନୟାଗଡ଼, ୧୧/୦୧/୨୦ (ସନ୍ଧାନ ନିଉଜ) : ନୟାଗଡ଼ ଆଂଚଳିକ ପରିବହନ କାର୍ଯ୍ୟାଳୟ ଏବଂ ଘରୋଇ ବସ ମାଲିକ ସଂଘ ମିଳିତ ଆନୁକୂଲ୍ୟରେ ୩୧ତମ ସଡ଼କ ସୁରକ୍ଷା ସପ୍ତାହ ଉଦ୍ଘାଟିତ ହୋଇଯାଇଛି । ଏହି ଅବସରରେ ନୟାଗଡ଼ ଟ୍ରାଫିକ ଛକଠାରେ ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ଅତିଥି ଭାବେ ଆରକ୍ଷୀ ଅଧିକ୍ଷକ ଶଶୀଭୂଷଣ ଶତପଥୀ, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ବନଖଣ୍ଡ ଅଧିକାରୀ ଧନରାଜ ଏଚ.ଡି, ଉପଜିଲ୍ଲାପାଳ ତଥା ଆଂଚଳିକ ପରିବହନ ଅଧିକାରୀ ଲଗ୍ନଜିତ ରାଉତ ଯୋଗ ଦେଇଥିଲେ ।
ସଡ଼କ ସୁରକ୍ଷା ସପ୍ତାହ ପାଳିତ
|
January 11, 2020 |
