ବାଲେଶ୍ୱର, ୨୮/୧/୨୦ (ସନ୍ଧାନ ନିଉଜ) : ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ। ଦୁର୍ଘଟଣାରେ ଡ୍ରାଇଭର ସମେତ ୩ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଛି।
ବାଲେଶ୍ୱରରୁ ରୋଗୀ ଛାଡି ଭୋଗରାଇ ଫେରୁଥିବାବେଳେ ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଯାଇଥିଲା।