କେନ୍ଦୁଝର, ୨୭/୧/୨୦ (ସନ୍ଧାନ ନିଉଜ) : ୨୮ ଓ ୨୯ତାରିଖରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଭୁବନେଶ୍ବର ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ୨୮ତାରିଖରୁ ଉତ୍ତର ଓଡ଼ିଶାର ସମସ୍ତ ଜିଲ୍ଲା ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏପରିକି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଅଛି। ୨୮ତାରିଖରେ କଟକ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ବି ବର୍ଷା ହେବାର ସମ୍ଭାବନା ରହିଛି।
୨୮ ଓ ୨୯ତାରିଖରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା
|
January 27, 2020 |
![](https://sandhannews.com/wp-content/uploads/2018/10/sandhan-222.jpg)