ଢେଙ୍କାନାଳ, 20.01.2021 ( ସନ୍ଧାନ ନିଉଜ୍) : ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ସରକାରୀ ବାବୁ । ଢେଙ୍କାନାଳ ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ ଭିଜିଲାନ୍ସ ହାତରେ ଧରିପଡିଛନ୍ତି । ଖବର ଅନୁଯାୟୀ, ଢେଙ୍କାନାଳ ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ବେଆଇନ ପଥର ଖାଦାନରୁ ଟ୍ରକ ଛାଡ଼ିଦେବା ପାଇଁ ୩୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଛି ଭିଜିଲାନ୍ସ । ଢେଙ୍କାନାଳ ଭିଜିଲାନ୍ସ ଲାଞ୍ଚ ଟଙ୍କା ସହ ଗିରଫ କରିଛି। ଏହି ଅନିୟମିତତା ନେଇ ଖୋଲାତାଡ଼ ଜାରି ରଖିଛି ଭିଜିଲାନ୍ସ ।
୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଗଲେ ତହସିଲଦାର ବାବୁ
|
January 20, 2021 |
