୯ଟି ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ, ସତର୍କ ରହିବାକୁ ପରାମର୍ଶ

Spread the love

ଭୁବନେଶ୍ୱର, ୩୦/୦୭(ସନ୍ଧାନ ନିୟୁଜ୍): ଆଜି ସକାଳ ୧୦ଟା ୧୫ ପର୍ଯ୍ୟନ୍ତ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବୌଦ୍ଧ, ବଲାଙ୍ଗିର,ସୋନପୁର, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଆଦି ୯ଟି ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ହେବାର ଆଶଙ୍କା ରହିଛି। ଏ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସମ୍ପୃକ୍ତ ଜିଲ୍ଲାର ଲୋକେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Related Posts

About The Author

Add Comment