ରାଉରକେଲା: ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା

Spread the love

ରାଉରକେଲା ୬/୯ (ସନ୍ଧାନ ନିୟୁଜ/ସୁବୋଧ ନାୟକ) : ସୁନ୍ଦରଗଡ଼ ଜିଲ୍ଲା ୧୪୩ ନମ୍ୱର ଜାତୀୟ ରାଜପଥରର କୁଆରମୁଣ୍ଡା ନିକଟରେ ଏକ ସରକାରୀ ଯାତ୍ରୀବାହୀ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ପ୍ରାୟ ୨୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ବସ୍ଟି ବୀରମିତ୍ରପୁରର ଝୁରମୁରରୁ ରାଉରକେଲା ଆସୁଥିବା ବେଳେ ଦିନ ପ୍ରାୟ ୧୨ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା।

Related Posts

About The Author

Add Comment