Homeଅପରାଧଜାମ୍ମୁ ବସ୍ ଷ୍ଟାଣ୍ଡରୁ ୧୫ କେଜିର ବିସ୍ଫୋରକ ଜବତ ଜାମ୍ମୁ ବସ୍ ଷ୍ଟାଣ୍ଡରୁ ୧୫ କେଜିର ବିସ୍ଫୋରକ ଜବତ Biswajit Parida | October 1, 2019 | Spread the love ନୂଆଦିଲ୍ଲୀ,୦୧/୧୦ (ସନ୍ଧାନ ନିଉଜ),:ଧାରା ୩୭୦ ଉଚ୍ଛେଦ ପରେ ଭାରତରେ ଆତଙ୍କବାଦୀ ହମଲା ହେବା ନେଇ ଆଶଙ୍କା ବୃଦ୍ଧି ପାଇଛି । ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା କଡ଼ାକଡ଼ି ମଧ୍ୟ କରାଯାଇଛି । ତଥାପି ପାକ୍ ଆତଙ୍କବାଦୀ ସଂଗଠନ ଭାରତକୁ ଅନୁପ୍ରବେଶ କରିବାକୁ ଉଦ୍ୟମ ଜାରି ରଖିଛି ସେହିଭଳି ଆଜି ଜାମ୍ମୁ ବସ୍ ଷ୍ଟାଣ୍ଡରୁ ୧୫ କେଜିର ବିସ୍ଫୋଟକ ଜବତ କରିଛି ଭାରତୀୟ ସେନା । ଏକ ବଡ଼ ଆତଙ୍କବାଦୀ ହମଲା ହେବାର ଆଶଙ୍କାକୁ ଏଡ଼ାଇ ଦିଆଯାଇଛି । ବସ୍ଷ୍ଟାଣ୍ଡରୁ ଏକ ବସରେ ବ୍ୟାଗ୍ ଭିତରେ ୧୫ କେଜିର ବିସ୍ଫୋଟକ ମିଳିଥିବା ବେଳେ ବସ୍ କଣ୍ଡକ୍ଟର ଏହି ବିସ୍ଫୋଟକ ସ୍ଥାନାନ୍ତର ପାଇଁ କାହାଠୁ ଟଙ୍କା ନେଇଥିବା ଜଣାପଡ଼ିଛି । ତେବେ କଠୁଆର ବିଲାବରରେ ବସ୍ କଣ୍ଡକ୍ଟରକୁ ଏହି ବ୍ୟାଗ ଦିଆଯାଇଥିବା ସୂଚନା ମିଳିଛି । Related Posts ସି.ଆଇ.ଟି.ୟୁ ଓ ଏ.ଆଈ.ଟି.ୟୁସି ର ପ୍ରତିବାଦ ଆନ୍ଦୋଳନ August 11, 2020 | Sandhan office news | ଅଧିକ ପଢନ୍ତୁ ଚାଷ ଜମି ରୁ ୨ ଯୁବକଙ୍କ ମୃତଦେହ ଉଦ୍ଧାର December 1, 2020 | 2005lindadavis1989 | ଅଧିକ ପଢନ୍ତୁ ଦୁର୍ଘଟଣାରେ ହାସ୍ୟ ଅଭିନେତା ସଲିଲ ମିତ୍ର ଗୁରୁତର May 12, 2019 | Manas Kumar Rout | ଅଧିକ ପଢନ୍ତୁ ଉତ୍କଳ ଦିବସ ପାଇଁ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କୁ ଜଣାଇଲେ ଶୁଭେଚ୍ଛା April 2, 2020 | Manas Kumar Rout | ଅଧିକ ପଢନ୍ତୁ About The Author Biswajit More From This Author Add Comment Cancel reply Save my name, email, and website in this browser for the next time I comment.
ଉତ୍କଳ ଦିବସ ପାଇଁ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କୁ ଜଣାଇଲେ ଶୁଭେଚ୍ଛା April 2, 2020 | Manas Kumar Rout | ଅଧିକ ପଢନ୍ତୁ